ଯାତ୍ରା ପୁସ୍ତକ 28:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ଇସ୍ରାଏଲ-ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ। Viz kapitolaଓଡିଆ ବାଇବେଲ12 ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ। Viz kapitolaପବିତ୍ର ବାଇବଲ12 ଏହା ପରେ ଇସ୍ରାଏଲ ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇସ୍କନ୍ଧ ପଟିରେ ଦେବ। ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ। Viz kapitola |