ଯାତ୍ରା ପୁସ୍ତକ 28:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପୁଣି, ପଗଡ଼ି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡ଼ିର ସମ୍ମୁଖରେ ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବନ୍ଦ କରି ପାଗର ସମ୍ମୁଖରେ ରଖିବ। Viz kapitolaଓଡିଆ ବାଇବେଲ37 ପୁଣି, ପଗଡି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡିର ସମ୍ମୁଖରେ ରଖିବ। Viz kapitolaପବିତ୍ର ବାଇବଲ37 ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୁତ୍ରରେ ବନ୍ଦ କରି ପାଗର ସମ୍ମୁଖରେ ରଖିବ। Viz kapitola |