ଯାତ୍ରା ପୁସ୍ତକ 28:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ତୁମ୍ଭେ ଦୁଇ ଗୋମେଦକ ମଣିଘେନି ତହିଁ ଉପରେ ଇସ୍ରାଏଲ-ପୁତ୍ରମାନଙ୍କ ନାମ ଖୋଳିବ। Viz kapitolaଓଡିଆ ବାଇବେଲ9 ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ। Viz kapitolaପବିତ୍ର ବାଇବଲ9 “ଦୁଇଟି ଗୋମେଦକମଣି ନେଇ ତହିଁ ଉପରେ ଇସ୍ରାଏଲ ପୁତ୍ରମାନଙ୍କ ନାମ ଖୋଦିତ କରିବ। Viz kapitola |