Online Bible

- Reklamy -




ଯାତ୍ରା ପୁସ୍ତକ 29:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଦେବ, ପୁଣି ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।

Viz kapitola kopírovat

ଓଡିଆ ବାଇବେଲ

20 ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।

Viz kapitola kopírovat

ପବିତ୍ର ବାଇବଲ

20 ସେହି ଅଣ୍ଡିରା ମେଷକୁ ହତ୍ୟା କର ଏବଂ ତା'ର କିଛି ରକ୍ତ ସଂଗ୍ରହ କର। ସେହି ରକ୍ତକୁ ହାରୋଣର ଦକ୍ଷିଣକର୍ଣ୍ଣ ପ୍ରାନ୍ତରେ ଓ ତା'ର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ ପ୍ରାନ୍ତରେ ଲଗାଅ। ସେମାନଙ୍କର ଦକ୍ଷିଣହସ୍ତର ବୃଦ୍ଧା ଆଙ୍ଗୁଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଠି ଉପରେ ଏହା ଲଗାଅ। ପୁଣି ଯଜ୍ଞବେଦିର ଗ୍ଭହିଆଡ଼େ ରକ୍ତ ଛିଞ୍ଚ।

Viz kapitola kopírovat




ଯାତ୍ରା ପୁସ୍ତକ 29:20

Následuj nás:

Reklamy


Reklamy