ଯାତ୍ରା ପୁସ୍ତକ 29:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁରେ ଅନନ୍ତକାଳୀନ ବିଧି ଦ୍ୱାରା ଇସ୍ରାଏଲ-ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର ଅଟେ; ଇସ୍ରାଏଲ-ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହିଁରେ ଅନନ୍ତକାଳୀନ ବିଧି ଦ୍ଵାରା ଇସ୍ରାଏଲ-ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର; ଇସ୍ରାଏଲ-ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର। Viz kapitolaଓଡିଆ ବାଇବେଲ28 ତହିଁରେ ଅନନ୍ତକାଳୀନ ବିଧି ଦ୍ୱାରା ଇସ୍ରାଏଲ ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର ଅଟେ; ଇସ୍ରାଏଲ ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର ଅଟେ। Viz kapitolaପବିତ୍ର ବାଇବଲ28 ଇସ୍ରାଏଲୀୟମାନେ ସର୍ବଦା ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ଏହିସବୁ ଅଂଶ ଦେବେ। ଯେତେବେଳେ ଇସ୍ରାଏଲର ଲୋକମାନେ ସେହିସବୁ ନୈବେଦ୍ୟ ଦେବେ ସେହି ସମୟରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ଏହିସବୁ ଅଂଶ ପାଇବେ। ସେମାନେ ଯାଜକକୁ ଯେତେବେଳେ ଏହିସବୁ ଅଂଶ ଦେବେ, ଏହା ଯାଜକମାନଙ୍କ ଦ୍ୱାରା ଗ୍ରହଣ କରାଯିବ। Viz kapitola |