ଯାତ୍ରା ପୁସ୍ତକ 29:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ଵୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନପରିଧାନ କରିବ। Viz kapitolaଓଡିଆ ବାଇବେଲ30 ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ। Viz kapitolaପବିତ୍ର ବାଇବଲ30 ହାରୋଣଙ୍କ ମୃତ୍ୟୁ ପରେ ତାଙ୍କର ପୁତ୍ର ମହାଯାଜକ ହେବେ। ତାଙ୍କର ପୁତ୍ର ଏହି ବିଶେଷ ପୋଷାକକୁ ସାତ ଦିନ ଧରି ପରିଧାନ କରିବେ। ଯେତେବେଳେ ସେମାନେ ସମାଗମ-ତମ୍ବୁକୁ ଆସିବେ, ସେହି ପବିତ୍ର ସ୍ଥାନରେ ସେବା କରିବେ। Viz kapitola |