Online Bible

- Reklamy -




ଯାତ୍ରା ପୁସ୍ତକ 29:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତ ଦିନ ଲାଗିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଆମ୍ଭେ ତୁମ୍ଭକୁ ଏହି ଯେସବୁ ଆଜ୍ଞା ଦେଲୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ପଦନିଯୋଗରେ ସାତଦିନ ଲାଗିବ।

Viz kapitola kopírovat

ଓଡିଆ ବାଇବେଲ

35 ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ , ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତଦିନ ଲାଗିବ।

Viz kapitola kopírovat

ପବିତ୍ର ବାଇବଲ

35 “ତୁମ୍ଭେମାନେ ଏହିସବୁ ନିଶ୍ଚିତ କରିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ପାଇଁ ଆମ୍ଭେ ତୁମ୍ଭକୁ ଦେଇଥିବା ଆଜ୍ଞାନୁସାରେ ନିଶ୍ଚୟ କରିବ। ତାଙ୍କର ପଦନିଯୋଗ ପାଇଁ ନିଶ୍ଚିତ ଭାବରେ ସାତ ଦିନ ପାଇଁ ଲାଗିବ।

Viz kapitola kopírovat




ଯାତ୍ରା ପୁସ୍ତକ 29:35

Následuj nás:

Reklamy


Reklamy