ଯାତ୍ରା ପୁସ୍ତକ 29:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ଆଉ ସନ୍ଧ୍ୟା ବେଳେ ଦ୍ଵିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ଵରୂପେ ତାହା ଉତ୍ସର୍ଗ କରିବ। Viz kapitolaଓଡିଆ ବାଇବେଲ41 ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ। Viz kapitolaପବିତ୍ର ବାଇବଲ41 ସନ୍ଧ୍ୟା ସମୟରେ ଯେତେବେଳେ ଦ୍ୱିତୀୟ ମେଷ ଶାବକକୁ ଉତ୍ସର୍ଗ କରିବ, ପ୍ରଭାତରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନି ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ। Viz kapitola |