ଯାତ୍ରା ପୁସ୍ତକ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେହି ସମୟରେ ମୋଶା ଆପଣା ଶ୍ଵଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକର ମେଷପଲ ଚରାଉ ଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍ଭାଗରେ ମେଷପଲ ଘେନି ହୋରେବ୍ ନାମକ ପରମେଶ୍ଵରଙ୍କ ପର୍ବତରେ ଉପସ୍ଥିତ ହେଲେ। Viz kapitolaଓଡିଆ ବାଇବେଲ1 ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉ ଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ1 ଯିଥ୍ରୋ ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ମିଦିୟନୀୟମାନଙ୍କ ଯାଜକ ଥିଲେ। ମୋଶା ତାଙ୍କ ଶ୍ୱଶୁରଙ୍କର ମେଷପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମୋଶା ତାଙ୍କ ମେଷପଲକୁ ମରୁଭୂମିର ପଶ୍ଚିମପଟକୁ ଆଗେଇ ନେଲେ। ମୋଶା ହୋରେବ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ୱରଙ୍କର ପର୍ବତ ଥିଲା। Viz kapitola |