ଯାତ୍ରା ପୁସ୍ତକ 3:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେ ସକଳ ଆଶ୍ଚର୍ଯ୍ୟ କର୍ମ କରିବା; ତଦ୍ଦ୍ଵାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Viz kapitolaଓଡିଆ ବାଇବେଲ20 ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେ ସକଳ ଆଶ୍ଚର୍ଯ୍ୟ କର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Viz kapitolaପବିତ୍ର ବାଇବଲ20 ତେଣୁ ଆମ୍ଭେ ଆପଣା ମହାନ ଶକ୍ତି ମିଶର ବିରୁଦ୍ଧରେ କାର୍ଯ୍ୟ କରାଇବା। ଆମ୍ଭେ ମିଶରରେ ଆଶ୍ଚର୍ଯ୍ୟ କର୍ମମାନ ଘଟାଇବା, ଏହା ଆମ୍ଭେ କରିବା ପରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Viz kapitola |