ଯାତ୍ରା ପୁସ୍ତକ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେ ଆହୁରି କହିଲେ, ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ଵର, ଅର୍ଥାତ୍, ଅବ୍ରହାମର ପରମେଶ୍ଵର ଓ ଇସ୍ହାକର ପରମେଶ୍ଵର ଓ ଯାକୁବର ପରମେଶ୍ଵର। ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ଵରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ। Viz kapitolaଓଡିଆ ବାଇବେଲ6 ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ। Viz kapitolaପବିତ୍ର ବାଇବଲ6 ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ୱର ଅଟୁ। ଆମ୍ଭେ ଅବ୍ରହାମଙ୍କର ପରମେଶ୍ୱର ଅଟୁ। ଆମ୍ଭେ ଇସ୍ହାକର ପରମେଶ୍ୱର ଅଟୁ ଏବଂ ଆମ୍ଭେ ଯାକୁବର ପରମେଶ୍ୱର ଅଟୁ।” ମୋଶା ପରମେଶ୍ୱରଙ୍କୁ ଦେଖି ଭୟରେ ତାଙ୍କର ମୁହଁ ଆବୃତ କଲେ। Viz kapitola |