ଯାତ୍ରା ପୁସ୍ତକ 30:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଆସଇ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ। Viz kapitolaଓଡିଆ ବାଇବେଲ14 କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ। Viz kapitolaପବିତ୍ର ବାଇବଲ14 କୋଡ଼ିଏ ବର୍ଷ କିମ୍ବା ତା'ଠାରୁ ଅଧିକ ବୟସ୍କ ବ୍ୟକ୍ତି ଯେକେହି ଗଣିତ ମଧ୍ୟରେ ଆସିବ, ସେ ସଦାପ୍ରଭୁଙ୍କୁ ଏହି ନୈବେଦ୍ୟ ଉତ୍ସର୍ଗ କରିବ। Viz kapitola |