ଯାତ୍ରା ପୁସ୍ତକ 30:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି, Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେମାନେ ସମାଗମ-ତମ୍ଵୁରେ ପ୍ରବେଶ କରିବା ବେଳେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣା-ମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ବେଳେ ଯେପରି ନ ମରନ୍ତି, Viz kapitolaଓଡିଆ ବାଇବେଲ20 ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି, Viz kapitolaପବିତ୍ର ବାଇବଲ20 ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲା ସମୟରେ ସେମାନେ ଧୋଇ ହେବା ଉଚିତ୍, ଯାହାଫଳରେ ସେମାନେ ମରିବେ ନାହିଁ। ଆଉ ମଧ୍ୟ ସେମାନେ ଯାଜକର କର୍ମ କରିବା ନିମନ୍ତେ ଯେତେବେଳେ ସଦାପ୍ରଭୁଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବା ପାଇଁ ବେଦି ପାଖକୁ ଯିବେ, Viz kapitola |