ଯାତ୍ରା ପୁସ୍ତକ 30:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକକର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ। Viz kapitolaଓଡିଆ ବାଇବେଲ30 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ। Viz kapitolaପବିତ୍ର ବାଇବଲ30 “ଏହି ତୈଳକୁ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ଉପରେ ଛିଞ୍ଚି ପବିତ୍ର କର। ଯେଉଁଥିରେ ସେମାନେ ଆମ୍ଭର ଯାଜକ କର୍ମ କରିବା ପାଇଁ ଅଭିଷେକ କରି ପବିତ୍ର କରିବେ। Viz kapitola |