ଯାତ୍ରା ପୁସ୍ତକ 30:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଯେକେହି ଆପଣା ଆଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)38 ଯେ କେହି ଆପଣା ଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Viz kapitolaଓଡିଆ ବାଇବେଲ38 ଯେକେହି ଆପଣା ଆଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।” Viz kapitolaପବିତ୍ର ବାଇବଲ38 ଯଦି କେହି ଆପଣା ଘ୍ରାଣାର୍ଥେ ସେହିପରି ସୁଗନ୍ଧି ଧୂପ ପ୍ରସ୍ତୁତ କରିବ। ତେବେ ସେ ଆପଣା ଲୋକମାନଙ୍କଠାରୁ ଉଚ୍ଛିନ୍ନ ହେବ।” Viz kapitola |