ଯାତ୍ରା ପୁସ୍ତକ 31:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର, Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ସୁଶୋଭିତ ବସ୍ତ୍ର ଓ ଯାଜକକର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର, Viz kapitolaଓଡିଆ ବାଇବେଲ10 ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର, Viz kapitolaପବିତ୍ର ବାଇବଲ10 ଯାଜକ ହାରୋଣ ନିମନ୍ତେ ବିଶେଷ ବସ୍ତ୍ର ସୁନ୍ଦର ଭାବରେ ସିଲାଇ କରାଯାଇଛି, ହାରୋଣର ପୁତ୍ରମାନଙ୍କ ପାଇଁ ବିଶେଷ ବସ୍ତ୍ରମାନ ଯେତେବେଳେ ସେମାନେ ଯାଜକ କର୍ମ କରିବେ ସେତେବେଳେ ସେମାନେ ସେଗୁଡ଼ିକ ପରିଧାନ କରିବେ। Viz kapitola |