ଯାତ୍ରା ପୁସ୍ତକ 32:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ିଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ି ଦିଅ, ଆମ୍ଭର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ଵଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା। Viz kapitolaଓଡିଆ ବାଇବେଲ10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ି ଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା। Viz kapitolaପବିତ୍ର ବାଇବଲ10 ତେଣୁ ବର୍ତ୍ତମାନ ମୋତେ ବିରକ୍ତ କର ନାହିଁ, ଯେଉଁଥିପାଇଁ ମୁଁ ସେମାନଙ୍କୁ ମୋର କ୍ରୋଧରେ ଧ୍ୱଂସ କରିବି। ଏହା ପରେ ମୁଁ ତୁମ୍ଭଠାରୁ ଏକ ମହାନ ଜାତି ସୃଷ୍ଟି କରିବି।” Viz kapitola |