ଯାତ୍ରା ପୁସ୍ତକ 32:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ। Viz kapitolaଓଡିଆ ବାଇବେଲ19 ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ। Viz kapitolaପବିତ୍ର ବାଇବଲ19 ମୋଶା ଛାଉଣିର ନିକଟକୁ ଆସିଲେ। ସେ ସେହି ସୁବର୍ଣ୍ଣର ବାଛୁରି ଦେଖିଲେ ଏବଂ ସେ ଲୋକମାନଙ୍କୁ ନାଚୁଥିବାର ଦେଖିଲେ। ମୋଶା ରାଗିଗଲେ। ସେ ରାଗରେ ସେହି ପ୍ରସ୍ତର ଫଳକକୁ ପର୍ବତ ତଳେ ଫିଙ୍ଗି ଚୂନା କରି ଦେଲେ। Viz kapitola |