ଯାତ୍ରା ପୁସ୍ତକ 32:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଅନନ୍ତର ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରି ଯାଇ କହିଲେ, ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ଵର୍ଣ୍ଣଦେବତା ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ31 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରି ଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି। Viz kapitolaପବିତ୍ର ବାଇବଲ31 ତେଣୁ ମୋଶା ପରମେଶ୍ୱରଙ୍କ ନିକଟକୁ ଫେରିଗଲେ ଏବଂ କହିଲେ, “ହେ ସଦାପ୍ରଭୁ, ମୋର ଗୁହାରି ଶୁଣ। ଏହି ଲୋକମାନେ ସୁବର୍ଣ୍ଣରେ ଦେବତାଗଣ କରି ଭୟଙ୍କର ପାପ କରିଛନ୍ତି। Viz kapitola |