ଯାତ୍ରା ପୁସ୍ତକ 33:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)16 କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛୁ , ଏହା ଏବେ କାହିଁରେ ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ଵାରା କି ଏହା ଜଣାଯାଏ ନାହିଁ। Viz kapitolaଓଡିଆ ବାଇବେଲ16 କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ। Viz kapitolaପବିତ୍ର ବାଇବଲ16 କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ଯାଅ, ଆମ୍ଭେମାନେ ନିଶ୍ଚିତ ଭାବରେ ଜାଣିବୁ। ଯେମନ୍ତ ଆମ୍ଭେ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କଠାରୁ ବିଶେଷ ଲୋକ ହେବା। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନ ଯାଅ, ତେବେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେମାନେ ଭିନ୍ନ ନୋହୁଁ।” Viz kapitola |