ଯାତ୍ରା ପୁସ୍ତକ 33:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଲୋକମାନେ ଏହି ଅଶୁଭ ସମ୍ଵାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ। Viz kapitolaଓଡିଆ ବାଇବେଲ4 ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ। Viz kapitolaପବିତ୍ର ବାଇବଲ4 ଲୋକମାନେ ଏହିପରି ଅଶୁଭ ସମ୍ବାଦ ଶୁଣିବା ପରେ ସେମାନେ ଶୋକ କଲେ ଏବଂ ଲୋକମାନେ ଆଉ କର୍ଣ୍ଣକୁଣ୍ଡଳ ପିନ୍ଧିଲେ ନାହିଁ। Viz kapitola |