Online Bible

- Reklamy -




ଯାତ୍ରା ପୁସ୍ତକ 34:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତେବେ ସେ କହିଲେ, “ଦେଖ, ମୁଁ ଗୋଟିଏ ନିୟମ କରିବି; ସମସ୍ତ ପୃଥିବୀରେ ଅବା କୌଣସି ଗୋଷ୍ଠୀ ମଧ୍ୟରେ ଯାହା କେବେ କରାଯାଇ ନାହିଁ, ଏପରି ଆଶ୍ଚର୍ଯ୍ୟକର୍ମ ଆମ୍ଭେ ତୁମ୍ଭର ସମସ୍ତ ଲୋକଙ୍କ ସାକ୍ଷାତରେ କରିବା; ତହିଁରେ ଯେଉଁସବୁ ଲୋକଙ୍କ ମଧ୍ୟରେ ତୁମ୍ଭେ ଅଛ, ସେମାନେ ସଦାପ୍ରଭୁଙ୍କର ସେହି କର୍ମ ଦେଖିବେ, କାରଣ ଆମ୍ଭେ ତୁମ୍ଭ ନିକଟରେ ଯାହା କରିବା, ତାହା ଭୟଙ୍କର ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ତେବେ ସେ କହିଲେ, ଦେଖ, ଆମ୍ଭେ ଗୋଟିଏ ନିୟମ କରୁ; ସମସ୍ତ ପୃଥିବୀରେ ଅବା କୌଣସି ଗୋଷ୍ଠୀ ମଧ୍ୟରେ ଯାହା କେବେ କରାଯାଇ ନାହିଁ, ଏପରି ଆଶ୍ଚର୍ଯ୍ୟ କର୍ମ ଆମ୍ଭେ ତୁମ୍ଭର ସମସ୍ତ ଲୋକଙ୍କ ସାକ୍ଷାତରେ କରିବା; ତହିଁରେ ଯେଉଁସବୁ ଲୋକଙ୍କ ମଧ୍ୟରେ ତୁମ୍ଭେ ଅଛ, ସେମାନେ ସଦାପ୍ରଭୁଙ୍କର ସେହି କର୍ମ ଦେଖିବେ, କାରଣ ତୁମ୍ଭ ନିକଟରେ ଯାହା କରିବା, ତାହା ଭୟଙ୍କର।

Viz kapitola kopírovat

ଓଡିଆ ବାଇବେଲ

10 ତେବେ ସେ କହିଲେ, “ଦେଖ, ମୁଁ ଗୋଟିଏ ନିୟମ କରିବି; ସମସ୍ତ ପୃଥିବୀରେ ଅବା କୌଣସି ଗୋଷ୍ଠୀ ମଧ୍ୟରେ ଯାହା କେବେ କରାଯାଇ ନାହିଁ, ଏପରି ଆଶ୍ଚର୍ଯ୍ୟ କର୍ମ ଆମ୍ଭେ ତୁମ୍ଭର ସମସ୍ତ ଲୋକଙ୍କ ସାକ୍ଷାତରେ କରିବା; ତହିଁରେ ଯେଉଁସବୁ ଲୋକଙ୍କ ମଧ୍ୟରେ ତୁମ୍ଭେ ଅଛ, ସେମାନେ ସଦାପ୍ରଭୁଙ୍କର ସେହି କର୍ମ ଦେଖିବେ, କାରଣ ଆମ୍ଭେ ତୁମ୍ଭ ନିକଟରେ ଯାହା କରିବା, ତାହା ଭୟଙ୍କର ଅଟେ।

Viz kapitola kopírovat

ପବିତ୍ର ବାଇବଲ

10 ଏହା ପରେ ସଦାପ୍ରଭୁ କହିଲେ, “ମୁଁ ଏହି ନିୟମ ତୁମ୍ଭମାନଙ୍କର ସହିତ କରିଅଛି, ମୁଁ ତୁମ୍ଭମାନଙ୍କ ପ୍ରତି ଏପରି କାର୍ଯ୍ୟ କରିବି ଯେ, ପୃଥିବୀରେ କୌଣସି ଲୋକମାନଙ୍କ ପାଇଁ ଏପରି କରାଯାଇ ନାହିଁ। ତୁମ୍ଭମାନଙ୍କ ସହିତ ଥିବା ଲୋକମାନେ ମୋର ମହାନତା ଜାଣି ପାରିବେ ଯେ, ମୁଁ ସଦାପ୍ରଭୁ ମହାନ। ଲୋକମାନେ ମୋର ଆଶ୍ଚର୍ଯ୍ୟ କର୍ମମାନ ଦେଖିବେ ଯାହା ତୁମ୍ଭମାନଙ୍କ ପାଇଁ ମୁଁ କରିବି।

Viz kapitola kopírovat




ଯାତ୍ରା ପୁସ୍ତକ 34:10

Následuj nás:

Reklamy


Reklamy