Online Bible

- Reklamy -




ଯାତ୍ରା ପୁସ୍ତକ 34:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯେବେ ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ରିକ୍ତ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

20 ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତା’ର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

20 ଯଦି ତୁମ୍ଭେ ଏକ ପ୍ରଥମଜାତ ଗଧକୁ ରଖିବାକୁ ଗ୍ଭହୁଁଛ, ତେବେ ତୁମ୍ଭେମାନେ ଏକ ମେଷ ବଦଳରେ ତାହା କ୍ରୟ କରି ପାରିବ। କିନ୍ତୁ ଯଦି ତୁମ୍ଭେ ମେଷ ବଦଳରେ ତାହା କ୍ରୟ ନ କର, ତେବେ ତୁମ୍ଭେ ସେହି ଗଧର ବେକ ଭାଙ୍ଗିବ। ତୁମ୍ଭେମାନେ ତୁମ୍ଭର ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ମୁକ୍ତ କରି ପାରିବ। କୌଣସି ବ୍ୟକ୍ତି ବିନା ଉପହାରରେ ମୋ’ ପାଖକୁ ଆସିବ ନାହିଁ।

Viz kapitola kopírovat




ଯାତ୍ରା ପୁସ୍ତକ 34:20

Následuj nás:

Reklamy


Reklamy