ଯାତ୍ରା ପୁସ୍ତକ 34:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବେ। Viz kapitolaଓଡିଆ ବାଇବେଲ23 ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବେ। Viz kapitolaପବିତ୍ର ବାଇବଲ23 “ତିନିଥର ପ୍ରତ୍ୟେକ ବର୍ଷ ତୁମ୍ଭମାନଙ୍କର ସମସ୍ତ ପୁରୁଷ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବ। Viz kapitola |