ଯାତ୍ରା ପୁସ୍ତକ 34:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ଯେତେବେଳେ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ଵଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ। Viz kapitolaଓଡିଆ ବାଇବେଲ30 ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ। Viz kapitolaପବିତ୍ର ବାଇବଲ30 ହାରୋଣ ଏବଂ ସମସ୍ତ ଇସ୍ରାଏଲୀୟ ଲୋକମାନେ ଦେଖିଲେ ମୋଶାଙ୍କର ମୁଖ ଅତି ଉଜ୍ଜ୍ୱଳ ଦିଶୁଛି। ତେଣୁ ସେମାନେ ତାଙ୍କ ନିକଟକୁ ଯିବାକୁ ଭୟ କଲେ। Viz kapitola |