ଯାତ୍ରା ପୁସ୍ତକ 34:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେ ଯେ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ। Viz kapitolaଓଡିଆ ବାଇବେଲ32 ତହିଁ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ। Viz kapitolaପବିତ୍ର ବାଇବଲ32 ଏହା ପରେ ଇସ୍ରାଏଲର ସମସ୍ତ ଲୋକେ ମୋଶାଙ୍କ ନିକଟକୁ ଆସିଲେ। ଏହା ପରେ ମୋଶା ସେମାନଙ୍କୁ ସଦାପ୍ରଭୁଙ୍କର ନିର୍ଦ୍ଦେଶ ଦେଲେ ଯାହା ସୀନୟ ପର୍ବତରେ ସଦାପ୍ରଭୁ ମୋଶାଙ୍କୁ କହିଥିଲେ। Viz kapitola |