ଯାତ୍ରା ପୁସ୍ତକ 34:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞାଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।” Viz kapitolaପବିତ୍ର ବାଇବଲ (Re-edited) - (BSI)7 “ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞାଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତା; ତହିଁର ଦଣ୍ତଦାତାା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳ-ଦାତା।” Viz kapitolaଓଡିଆ ବାଇବେଲ7 ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞା-ଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।” Viz kapitolaପବିତ୍ର ବାଇବଲ7 ସଦାପ୍ରଭୁ ତାଙ୍କର ହଜାର ହଜାର ବଂଶଧରଙ୍କୁ ଦୟା ଦେଖାଇଛନ୍ତି। ସଦାପ୍ରଭୁ ସେମାନଙ୍କର ସମସ୍ତ ଦୋଷ କ୍ଷମା କରିଛନ୍ତି। କିନ୍ତୁ ସଦାପ୍ରଭୁ ଦୋଷୀକୁ ଦଣ୍ଡ ଦେଇଛନ୍ତି। ସଦାପ୍ରଭୁ ଦୋଷୀକୁ ତା'ର ସନ୍ତାନମାନଙ୍କୁ ଓ ତାର ନାତି ନାତୁଣୀମାନଙ୍କୁ ଦଣ୍ଡିତ କରିବେ। ଅର୍ଥାତ୍ ଦୋଷୀ ତାର ତୃତୀୟ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଦଣ୍ଡ ଭୋଗ କରନ୍ତି।” Viz kapitola |