Online Bible

- Reklamy -




ଯାତ୍ରା ପୁସ୍ତକ 35:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକକର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।

Viz kapitola kopírovat

ଓଡିଆ ବାଇବେଲ

19 ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।

Viz kapitola kopírovat

ପବିତ୍ର ବାଇବଲ

19 ପବିତ୍ର ସ୍ଥାନର ସେବା ନିମନ୍ତେ ସୁଶୋଭିତ ବୁଣା ବସ୍ତ୍ର, ଏହିସବୁ ବିଶେଷ ବସ୍ତ୍ରଗୁଡ଼ିକ ଯାଜକ ହାରୋଣଙ୍କ ନିମନ୍ତେ, ତାଙ୍କର ପୁତ୍ରମାନଙ୍କର ପରିଧାନ ନିମନ୍ତେ ଅଟେ, ଯେତେବେଳେ ସେମାନେ ଯାଜକ ରୂପେ ସେବା କରନ୍ତି।”

Viz kapitola kopírovat




ଯାତ୍ରା ପୁସ୍ତକ 35:19

Následuj nás:

Reklamy


Reklamy