Online Bible

- Reklamy -




ଯାତ୍ରା ପୁସ୍ତକ 35:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍‍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ଵୁ ନିର୍ମାଣ ନିମନ୍ତେ ଓ ତତ୍ସମ୍ଵନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

21 ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ

21 ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ଉପହାର ଆଣିଲେ। ଯେହେତୁ ସେମାନଙ୍କର ହୃଦୟ ଉଦାର ହୋଇଗଲା। ଏହି ସମସ୍ତ ଉପହାର ଦ୍ରବ୍ୟ ତମ୍ବୁରେ ଥିବା ସମସ୍ତ ଦ୍ରବ୍ୟ, ସମାଗମ-ତମ୍ବୁ ଭିତରେ ଥିବା ଅନ୍ୟାନ୍ୟ ସାମଗ୍ରୀ ଓ ବିଶେଷ ବସ୍ତ୍ର ତିଆରି କରିବାରେ ବ୍ୟବହୃତ ହେଲା।

Viz kapitola kopírovat




ଯାତ୍ରା ପୁସ୍ତକ 35:21

Následuj nás:

Reklamy


Reklamy