ଯାତ୍ରା ପୁସ୍ତକ 35:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, ଦେଖ, ସଦାପ୍ରଭୁ ଯିହୁଦାବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଲେ। Viz kapitolaଓଡିଆ ବାଇବେଲ30 ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି।” Viz kapitolaପବିତ୍ର ବାଇବଲ30 ଏହା ପରେ ମୋଶା ଇସ୍ରାଏଲର ଲୋକମାନଙ୍କୁ କହିଲେ, “ଦେଖ, ସଦାପ୍ରଭୁ ବତ୍ସଲେଲକୁ ମନୋନୀତ କଲେ। ଯିଏ ଯିହୁଦା ପରିବାରବର୍ଗର ଅନ୍ତର୍ଭୁକ୍ତ ଅଟେ। ବତ୍ସଲେଲ ଊରିର ପୁତ୍ର ଏବଂ ଊରି ହୂରର ପୁତ୍ର ଅଟେ। Viz kapitola |