Online Bible

- Reklamy -




ଯାତ୍ରା ପୁସ୍ତକ 35:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଓ ଖଚନାର୍ଥକ ମଣିର କର୍ତ୍ତନ ଓ ନାନା ଶିଳ୍ପକର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ଓ ଖଚନାର୍ଥକ ମଣିକର୍ତ୍ତନ ଓ ନାନା ଶିଳ୍ପ କର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କଲେ।

Viz kapitola kopírovat

ଓଡିଆ ବାଇବେଲ

33 ଓ ଖଚନାର୍ଥକ ମଣିର କର୍ତ୍ତନ ଓ ନାନା ଶିଳ୍ପ କର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

33 ଖଚନାର୍ଥକ ମଣିକର୍ତ୍ତନ ଓ ନାନା ଶିଳ୍ପ କର୍ମ ନିମନ୍ତେ କାଠ ଖୋଦନ ଏହିସବୁ କାର୍ଯ୍ୟମାନ କରିବା ପାଇଁ ତାଙ୍କୁ ନିପୁଣ କଲେ।

Viz kapitola kopírovat




ଯାତ୍ରା ପୁସ୍ତକ 35:33

Následuj nás:

Reklamy


Reklamy