ଯାତ୍ରା ପୁସ୍ତକ 36:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ଵୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ। Viz kapitolaଓଡିଆ ବାଇବେଲ14 ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ14 ଏହା ପରେ ସେହି ଶିଳ୍ପୀଗଣ ସେହି ପବିତ୍ର ତମ୍ବୁର ଆଚ୍ଛାଦନାର୍ଥକ ପବିତ୍ର ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ। Viz kapitola |