Online Bible

- Reklamy -




ଯାତ୍ରା ପୁସ୍ତକ 36:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଆଉ, ସେ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ଆଉ, ସେ ସେହିସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ।

Viz kapitola kopírovat

ଓଡିଆ ବାଇବେଲ

34 ଆଉ, ସେ ସେହିସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ।

Viz kapitola kopírovat

ପବିତ୍ର ବାଇବଲ

34 ଆଉ ସେମାନେ ସେହିସବୁ ପଟା ସୁବର୍ଣ୍ଣ ଦ୍ୱାରା ମଡ଼ାଇଲେ। ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ। ଅର୍ଗଳସବୁ ସୁନାରେ ମଡ଼ାଇଲେ।

Viz kapitola kopírovat




ଯାତ୍ରା ପୁସ୍ତକ 36:34

Následuj nás:

Reklamy


Reklamy