ଯାତ୍ରା ପୁସ୍ତକ 37:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଅନନ୍ତର ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା। Viz kapitolaଓଡିଆ ବାଇବେଲ25 ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା। Viz kapitolaପବିତ୍ର ବାଇବଲ25 ସେ ଧୂପ ଜଳାଇବା ପାଇଁ ଗୋଟିଏ ବେଦି ତିଆରି କଲେ। ସେ ଏଥିପାଇଁ ଶିଟିମ୍ କାଠ ବ୍ୟବହାର କଲେ। ଏହି ବେଦିଟି ଏକ ବର୍ଗାକାର, ଯାହାର ଦୈର୍ଘ୍ୟ ପ୍ରସ୍ଥ ଥିଲା ଏକ ହାତ ଓ ଉଚ୍ଚତା ଥିଲା ଦୁଇ ହାତ। ଶିଙ୍ଗଗୁଡ଼ିକ ତିଆରି ହୋଇଥିଲା ବେଦିର ଅଂଶ ଭାବରେ। Viz kapitola |