ଯାତ୍ରା ପୁସ୍ତକ 37:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁର ଏକ ମୁଣ୍ତରେ ଏକ କିରୂବ ଓ ଅନ୍ୟ ମୁଣ୍ତରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ତରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ। Viz kapitolaଓଡିଆ ବାଇବେଲ8 ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ। Viz kapitolaପବିତ୍ର ବାଇବଲ8 ତହିଁର ଏକ ମୁଣ୍ଡରେ ଏକ କିରୂବ, ଅନ୍ୟ ମୁଣ୍ଡରେ ମଧ୍ୟ ଏକ କିରୂବ ସ୍ଥାପନ କଲେ। ପାପାଚ୍ଛାଦନର ଦୁଇମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ। Viz kapitola |