ଯାତ୍ରା ପୁସ୍ତକ 37:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି କିରୂବମାନଙ୍କର ପକ୍ଷ ଊର୍ଦ୍ଧ୍ଵବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା। Viz kapitolaଓଡିଆ ବାଇବେଲ9 ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା। Viz kapitolaପବିତ୍ର ବାଇବଲ9 କିରୂବମାନଙ୍କର ପକ୍ଷ ଉର୍ଦ୍ଧକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆଚ୍ଛାଦନ କଲା। ଏବଂ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହୋଇ ରହିଲା। ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା। Viz kapitola |