ଯାତ୍ରା ପୁସ୍ତକ 38:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚ ଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା। Viz kapitolaଓଡିଆ ବାଇବେଲ26 ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା। Viz kapitolaପବିତ୍ର ବାଇବଲ26 ଯେତେ ଲୋକ ଗଣତି ହୋଇଥିଲେ, ସେମାନଙ୍କର ବୟସ ଥିଲା କୋଡ଼ିଏ ବର୍ଷ ବା ତତୁର୍ଦ୍ଧ୍ୱ। ସେମାନଙ୍କର ସଂଖ୍ୟା ଥିଲା 603,550। ସେମାନେ ପ୍ରତ୍ୟେକ ଏକ ଦୁଇ ବେକା ଅର୍ଥାତ୍ ପବିତ୍ର ସ୍ଥାନର କାର୍ଯ୍ୟାଳୟ ମାପ ଓଜନ ହୋଇଥିବା ଶେକଲ ଅନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେଇଥିଲେ। Viz kapitola |