ଯାତ୍ରା ପୁସ୍ତକ 39:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ ବଳା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମ ବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆଉ ବଳା ଶୁଭ୍ର କ୍ଷୋମ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ। Viz kapitolaଓଡିଆ ବାଇବେଲ29 ଆଉ ବଳା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମ ବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ29 ସେମାନେ ନୀଳ, ବାଇଗଣୀ, ଲାଲ ରଙ୍ଗର ସୂତ୍ରରେ ଝାଲେରି କାର୍ଯ୍ୟ ଦ୍ୱାରା ଏକ କଟିବନ୍ଧନ ପ୍ରସ୍ତୁତ କଲେ। ସଦାପ୍ରଭୁଙ୍କର ମୋଶାଙ୍କ ପ୍ରତି ଆଜ୍ଞାନୁସାରେ। Viz kapitola |