ଯାତ୍ରା ପୁସ୍ତକ 39:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ। Viz kapitolaଓଡିଆ ବାଇବେଲ30 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ। Viz kapitolaପବିତ୍ର ବାଇବଲ30 ଏହା ପରେ ସେମାନେ ଶୁଦ୍ଧ ସୁବର୍ଣ୍ଣରେ ପବିତ୍ର ମୁକୁଟର ଫଳକ ପ୍ରସ୍ତୁତ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଏହା ଏକ ମୋହର ପରି ଲେଖିଲେ। Viz kapitola |