ଯାତ୍ରା ପୁସ୍ତକ 39:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ। Viz kapitolaଓଡିଆ ବାଇବେଲ43 ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ। Viz kapitolaପବିତ୍ର ବାଇବଲ43 ମୋଶା ସେହି ସମସ୍ତ କର୍ମ ପ୍ରତି ଦୃଷ୍ଟି ନିକ୍ଷେପ କଲେ। ସେ ଦେଖିଲେ ସଦାପ୍ରଭୁଙ୍କ ନିର୍ଦ୍ଦେଶିତ କାମଗୁଡ଼ିକ ଠିକ୍ ଭାବରେ ହୋଇଥିଲା। ତେଣୁ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ। Viz kapitola |