ଯାତ୍ରା ପୁସ୍ତକ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ? Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, ମନୁଷ୍ୟର ମୁଖ କିଏ ନିର୍ମାଣ କରିଛନ୍ତି? ପୁଣି ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରଇ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ? Viz kapitolaଓଡିଆ ବାଇବେଲ11 ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି ? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ ? Viz kapitolaପବିତ୍ର ବାଇବଲ11 ଏହା ପରେ ସଦାପ୍ରଭୁ ତାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଛି? ମନୁଷ୍ୟକୁ କିଏ ମୁକ ବା ବଧିର କରେ? ମନୁଷ୍ୟକୁ କିଏ ଦୃଷ୍ଟିହୀନ କରେ? ମନୁଷ୍ୟକୁ କିଏ ଦୃଷ୍ଟିବାନ କରେ? ମୁଁ ହେଉଛି ସେହି ଯେ କି ଏ ସମସ୍ତ କର୍ମ କରାଉଥାଏ। ମୁଁ ହେଉଛି ସେହି ସଦାପ୍ରଭୁ। Viz kapitola |