ଯାତ୍ରା ପୁସ୍ତକ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କʼଣ ଅଛି?” ସେ କହିଲେ, “ଯଷ୍ଟି।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତେବେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭ ହସ୍ତରେ ସେଇଟା କʼଣ? ସେ କହିଲେ, ଯଷ୍ଟି। Viz kapitolaଓଡିଆ ବାଇବେଲ2 ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କ’ଣ ଅଛି ?” ସେ କହିଲେ, “ଯଷ୍ଟି।” Viz kapitolaପବିତ୍ର ବାଇବଲ2 କିନ୍ତୁ ପରମେଶ୍ୱର ମୋଶାଙ୍କୁ କହିଲେ, “ତୁମ୍ଭ ହାତରେ କ’ଣ ଅଛି?” ମୋଶା ଉତ୍ତର ଦେଲେ, “ଏହା ମୋର ଆଶାବାଡ଼ି।” Viz kapitola |