ଯାତ୍ରା ପୁସ୍ତକ 4:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେତେବେଳେ ସିପ୍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ନିତାନ୍ତ ମୋହର ରକ୍ତପ୍ରିୟ ବର।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ସେତେବେଳେ ସିପ୍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, ତୁମ୍ଭେ ନିତା; ମୋହର ରକ୍ତପ୍ରିୟ ବର। Viz kapitolaଓଡିଆ ବାଇବେଲ25 ସେତେବେଳେ ସିପ୍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ନିତାନ୍ତ ମୋହର ରକ୍ତପ୍ରିୟ ବର।” Viz kapitolaପବିତ୍ର ବାଇବଲ25 କିନ୍ତୁ ସିପ୍ପୋରା ଏକ ତିକ୍ଷ୍ଣ ଅସ୍ତ୍ର ଧରି ଆପଣା ପୁତ୍ରକୁ ସୁନ୍ନତ କଲା ଏବଂ ସେହି ଚର୍ମଟି ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ମୋହର ରକ୍ତ ରଂଜିତ ସ୍ୱାମୀ।” Viz kapitola |