ଯାତ୍ରା ପୁସ୍ତକ 4:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ। Viz kapitolaଓଡିଆ ବାଇବେଲ28 ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ। Viz kapitolaପବିତ୍ର ବାଇବଲ28 ମୋଶା ହାରୋଣଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭକୁ କାହିଁକି ପଠାଇଛନ୍ତି। ମୋଶା ହାରୋଣଙ୍କୁ ସମସ୍ତ ଅଦ୍ଭୂତ କାର୍ଯ୍ୟମାନ ଦେଖାଇଲେ ଏବଂ ସଦାପ୍ରଭୁ କହିଥିବା ସମସ୍ତ କଥା ତାଙ୍କୁ କହିଲେ। Viz kapitola |