ଯାତ୍ରା ପୁସ୍ତକ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହୁଁ ସେ କହିଲେ, ତାକୁ ଭୂମିରେ ପକାଅ। ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ। Viz kapitolaଓଡିଆ ବାଇବେଲ3 ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ। Viz kapitolaପବିତ୍ର ବାଇବଲ3 ଏହା ପରେ ପରମେଶ୍ୱର କହିଲେ, “ତୁମ୍ଭର ଆଶାବାଡ଼ିକୁ ଭୂମିରେ ଫିଙ୍ଗିଦିଅ।” ତେଣୁ ମୋଶା ସେହି ଆଶାବାଡ଼ିଟିକୁ ଭୂମିରେ ଫିଙ୍ଗି ଦେଲେ ଏବଂ ସେହି ଆଶାବାଡ଼ିଟି ଏକ ସର୍ପ ପାଲଟି ଗଲା। ମୋଶା ଡରିଗଲେ ଓ ତା'ଠାରୁ ଦୌଡ଼ି ପଳାଇଲେ। Viz kapitola |