ଯାତ୍ରା ପୁସ୍ତକ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, “ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ।” ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅନନ୍ତର ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ। ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା। Viz kapitolaଓଡିଆ ବାଇବେଲ6 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, “ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ।” ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା। Viz kapitolaପବିତ୍ର ବାଇବଲ6 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ହାତକୁ ତୁମ୍ଭର ଛାତିରେ ରଖ।” ତେଣୁ ମୋଶା ତାଙ୍କର ହାତକୁ ଛାତିରେ ରଖିଲେ ଏବଂ ବାହାର କରି ଆଣିଲେ। ଏହା କୁଷ୍ଠରେ ଆଚ୍ଛାଦିତ ହୋଇ, ହିମପରି ଧଳା ହୋଇଗଲା। Viz kapitola |