ଯାତ୍ରା ପୁସ୍ତକ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ଵିତୀୟ ଚିହ୍ନରେ ପ୍ରତ୍ୟୟ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା। Viz kapitolaଓଡିଆ ବାଇବେଲ8 ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା। Viz kapitolaପବିତ୍ର ବାଇବଲ8 ଏହା ପରେ ପରମେଶ୍ୱର କହିଲେ, “ଯଦି ଲୋକମାନେ ତୁମ୍ଭକୁ ବିଶ୍ୱାସ ନ କରିବେ, ଯଦି ସେମାନେ ପ୍ରଥମ ଚିହ୍ନ ଯୋଗୁଁ ବିଶ୍ୱାସ ନ କରନ୍ତି, ସେମାନେ ନିଶ୍ଚିତ ଭାବରେ ଏହି ଚିହ୍ନକୁ ବିଶ୍ୱାସ କରିବେ। Viz kapitola |