ଯାତ୍ରା ପୁସ୍ତକ 40:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା। Viz kapitolaଓଡିଆ ବାଇବେଲ17 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା। Viz kapitolaପବିତ୍ର ବାଇବଲ17 ଦ୍ୱିତୀୟ ବର୍ଷର ମାସର ପ୍ରଥମ ଦିନରେ ପବିତ୍ର ତମ୍ବୁ ସ୍ଥାପିତ ହୋଇଥିଲା। Viz kapitola |