Online Bible

- Reklamy -




ଯାତ୍ରା ପୁସ୍ତକ 40:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ-ସିନ୍ଦୁକ ଆଚ୍ଛାଦନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇ ସାକ୍ଷ୍ୟସିନ୍ଦୁକ ଆଚ୍ଛାଦନ କଲେ।

Viz kapitola kopírovat

ଓଡିଆ ବାଇବେଲ

21 ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ ସିନ୍ଦୁକ ଆଚ୍ଛାଦନ କଲେ।

Viz kapitola kopírovat

ପବିତ୍ର ବାଇବଲ

21 ଏହା ପରେ ମୋଶା ସେହି ପବିତ୍ର ସିନ୍ଦୁକକୁ ନେଇ ପବିତ୍ର ତମ୍ବୁରେ ରଖିଲେ। ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇଲେ, ଏହାକୁ ସୁରକ୍ଷାରେ ରଖିବା ପାଇଁ। ଯେପରି ସଦାପ୍ରଭୁ ଆଜ୍ଞା କରିଥିଲେ।

Viz kapitola kopírovat




ଯାତ୍ରା ପୁସ୍ତକ 40:21

Následuj nás:

Reklamy


Reklamy