ଯାତ୍ରା ପୁସ୍ତକ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେମାନେ ଯେଉଁଠାରେ ପାଅ, ସେହିଠାକୁ ଯାଇ ପାଳ ସମ୍ପାଦ; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ। Viz kapitolaଓଡିଆ ବାଇବେଲ11 ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।” Viz kapitolaପବିତ୍ର ବାଇବଲ11 ତୁମ୍ଭେ ଆପଣା ପାଇଁ ନିଜେ ପାଳ ସଂଗ୍ରହ କର। କିନ୍ତୁ ମନେରଖ ପୂର୍ବପରି ତୁମ୍ଭେମାନେ ଯେତେ ସଂଖ୍ୟକ ଇଟା ନିର୍ମାଣ କରୁଥିଲ ସେତିକି ସଂଖ୍ୟକ ଇଟା ତିଆରି କରିବ।” Viz kapitola |